Masthead

ଆଜି ଜନ୍ମ ମାଟିରେ ପହଞ୍ଚିବ ସହିଦ ଯବାନଙ୍କ ପାର୍ଥିବ ଶରୀର, ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେବ ଶେଷକୃତ୍ୟ

ବରଗଡ(ବଡ଼ ଖବର ବ୍ୟୁରୋ): ମଣିପୁରରେ ସହିଦ ହୋଇଥିବା ଓଡିଆ ଯବାନଙ୍କ ମୃତଦେହ ଆଜି ତାଙ୍କ ଜନ୍ମମାଟି ବରଗଡର ଭେଡେନ ବାଘପାଲି ଗ୍ରାମରେ ପହଞ୍ଚିବ । ପାର୍ଥିବ ଶରୀର ଜନ୍ମ ମାଟିରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାାଦାର ସହ ହିନ୍ଦୁ ରୀତିନୀତି ଅନୁସାରେ ସମ୍ପନ୍ନ ହେବ ଶେଷକୃତ୍ୟ ।

୨୦୦୪ରେ ଆସାମ ରାଇଫଲ୍ସରେ ଯୋଗ ଦେଇଥିଲେ । ଶୁକ୍ରବାର ବିଳମ୍ବିତ ରାତିରେ ପୋଟ୍ରୋଲିଂ କରୁଥିବା ସମୟରେ ଗାଡି ଦୁର୍ଘଟଣାରେ ଯବାନଙ୍କର ମୃତ୍ୟୁ ହୋଇଥିଲା । ଏହି ଖବର ପ୍ରସାରିତ ହେବା ପରେ ବାଘପାଲି ଗାଁ ସମେତ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !