Masthead

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟ

ନିଳାଦ୍ରିପ୍ରସାଦ ପଞ୍ଚାୟତ ମାଳପୁଞ୍ଜିଆମା ଗ୍ରାମରେ ହାତୀ ଆକ୍ରମଣରେ୨୭ବର୍ଷୀୟା ମହିଳାଙ୍କ ମୃତ୍ୟ

ବାଣପୁର(ବଡଖବର ବ୍ୟୁରୋ):ନିଳାଦ୍ରିପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ମାଳପୁଞ୍ଜିଆମା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ୨୭ ବର୍ଷୀୟା ମହିଳାଙ୍କର ମୃତ୍ୟ ହୋଇଛି । ମହିଳା ଜଣକ ହେଉଛନ୍ତି ରଂଜନା ପ୍ରଧାନ ।

ରଂଜନା ଗାଁ ନିକଟସ୍ତ ରାସ୍ତାରେ ଶୌଚ କରିବା ପାଇଁ ଯାଉଥିବା ସମୟରେ ହଠାତ ହାତୀ ଆକ୍ରମଣ କରିବା ଦ୍ୱାରା ଘଟଣାସ୍ଥଳରେ ରଂଜନାଙ୍କର ମୃତ୍ୟ ହୋଇଥିଲା ।

ପ୍ରଥମେ ତାଙ୍କୁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଅବସ୍ଥା ଗୁରୁତର ହେବାରୁ ସ୍ୱାମୀ ପାଣ୍ଡବ ପ୍ରଧାନ ତଥା ବନବିଭାଗ କର୍ମଚାରୀଙ୍କ ସହଯୋଗରେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା