Masthead

ଚନ୍ଦ୍ର ପରେ ମିଶନ ସୂର୍ଯ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚନ୍ଦ୍ର ପରେ ଭାରତର ସୂର୍ଯ୍ୟ ଅଭିଯାନ । ସୂର୍ଯ୍ୟଙ୍କ ଉପରେ ଅଧିକ ଗବେଷଣା ପାଇଁ ଆଦିତ୍ୟ-L1 ଲଞ୍ଚ କରିବା ପାଇଁ ଯୋଜନା ରଖାଯାଇଛି । ଏନେଇ ଇସ୍ରୋ ପକ୍ଷରୁ ଆଦିତ୍ୟ-L1ର ପ୍ରଥମ ଚିତ୍ର ଜାରି କରାଯାଇଛି ।

ଆଦିତ୍ୟ-L1 ମାଧ୍ୟମରେ ସୂର୍ଯ୍ୟଙ୍କ ଉପରେ ଅଧିକ ତଥ୍ୟ ଜାଣି ହେବ । ୟୁ.ଆର ରାଓ ସାଟେଲାଇଟ ସେଣ୍ଟରରେ ଏହାର ନିର୍ମାଣ କରାଯାଇ ଶ୍ରୀହରିକୋଟାକୁ ଅଣାଯାଇଛି । ଅଗଷ୍ଟ ଶେଷ କିମ୍ବା ସେପ୍ଟେମ୍ବର ପହିଲାରେ ଲଞ୍ଚ କରିବାକୁ ଯୋଜନା ରଖାଯାଇଛି । PSLV-C57 ଦ୍ୱାରା ଆଦିତ୍ୟ-L1କୁ ପ୍ରେରଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼