Masthead

୪ ଜଣ ଓଡିଆଙ୍କୁ ମିଳିବ ରାଷ୍ଟ୍ରପତି ପୁରସ୍କାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ସାରା ଦେଶ ପାଳିବ ୭୭ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଦେଶର ସାହାସୀ ପୋଲିସ ଅଫିସର ମାନଙ୍କୁ ପୋଲିସ ପଦକ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି । ଚଳିତବର୍ଷ ଦେଶର ୯୫୪ ଜଣଙ୍କୁ ଏହି ପଦକ ପ୍ରଦାନ କରାଯିବ । ତେବେ ଏହି ଅଧିକାରୀଙ୍କ ମଧ୍ୟରେ ସାମିଲ ଅଛନ୍ତି ଓଡିଶାର ୪ ଜଣ ଓଡିଆ ।

ସାହାସିକତା ଏବଂ ସେବା ମନୋଭାବ ଯୋଗୁ ସେମାନଙ୍କୁ ପବିତ୍ର ଉତ୍ସବରେ ସମ୍ମାନିତ କରାଯିବ । ୪ ଓଡିଆଙ୍କୁ ରାଷ୍ଟ୍ରପତି ପଦକରେ ସମ୍ମାନିତ କରାଯିବ । ଆଗ୍ନିକ ହେମନ୍ତ ସେଠୀଙ୍କୁ ରାଷ୍ଟ୍ରପତି ସାହାସିକତା ସମ୍ମାନ ପାଇଁ ଚୟନ କରାଯାଇଥିବାବେଳେ ହୋମଗାର୍ଡ ସୀମାଞ୍ଚଳ ନାୟକ, ଗାୟତ୍ରୀ ସିଂହ ପାଇବେ ବିଶିଷ୍ଟ ସେବା ପଦକ । ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ନୃସିଂହ ମହାପାତ୍ରଙ୍କୁ ମଧ୍ୟ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ