Masthead

ଦୁଇ ଛୁଆଙ୍କୁ ମାରିଦେଲା ମା’

କେନ୍ଦୁଝର(ବଡ଼ ଖବର ବ୍ୟୁରୋ):  ନିଜ ସନ୍ତାନକୁ ନିଜ ହାତରେ ମାରିଲା ମା । ଏଭଳି ଜଘନ୍ୟ କାଣ୍ଡ ଘଟିଛି କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଜୁଆଙ୍ଗ ସାହିରେ । ଦୁଇ ଛୁଆଙ୍କୁ ମାରିଦେଲା ମା । ମହିଳାଙ୍କର ନାମ ହେଉଛି ଲକ୍ଷ୍ମୀ । ୪ ବର୍ଷତଳେ ନିଜର ବର୍ଷକର ଝିଅକୁ ପାଣିରେ ପକାଇ ମାରିଥିଲେ ଉକ୍ତ ମହିଳା ଜଣଙ୍କ । ଏହା ପରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡ ହୋଇଥିଲା । ୨ ବର୍ଷ ଜେଲରୁ ଫେରିଲା ପରେ ପୁଣି ଆଜି ଘଟାଇଛି ଆଉ ଏକ ବିଭତ୍ସ କାଣ୍ଡ । ୨୦ ଦିନର ଶିଶୁପୁତ୍ରକୁ ଟାଙ୍ଗିଆରେ ହାଣି ମାରିଥିଲା । ଟାଙ୍ଗିଆରେ ହାଣି ପୁଅର ମୁଣ୍ଡ ଓ ଗଣ୍ଡି ଅଲଗା କରିଦେଇଥିଲା । ଖବର ପାଇ ପୁଲିସ ଗାଁରେ ପହଞ୍ଚିଥିଲା । ଲକ୍ଷ୍ମୀଙ୍କୁ ଗିରଫ କରିବା ସହ ଟାଙ୍ଗିଆ ଜବତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?