Masthead

ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, ଭିତ୍ତିଭୂମିର ବିକାଶ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ପାଳିତ ହୋଇଛି ୭୭ତମ ସ୍ୱାଧୀନତା ଦିବସ । ରାଜଧାନୀର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି । ଏହାସହ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ସମସ୍ତ ସ୍ୱାଧୀନତା ସଂଗ୍ରାମୀଙ୍କ ସମେତ ଦେଶ ପାଇଁ ସହିଦ ହୋଇଥିବା ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ନବୀନ । ଓଡ଼ିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି । ଅର୍ଥନୀତିରେ ସମୃଦ୍ଧ ହୋଇଛି, ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି ।

ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଆରମ୍ଭ ହୋଇଛି । ବିଏସକେୱାଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ସହାୟକ ହୋଇଛି । ଏସଏଚଜି ମହିଳା ଓ ଚାଷୀଙ୍କ ପାଇଁ ସରକାର ସଂକଳ୍ପବଦ୍ଧ । ମଧୁବାବୁ ପେନସନ୍ ଯୋଜନାରେ ଆଉ ୪ ବର୍ଗ ସାମିଲ । ଗରିବ, ଚାଷୀ, ମହିଳା, ଜନଜାତିକୁ ନେଇ ଆଗକୁ ବଢିବା । ଆଜି ଭାରତ ବିଶ୍ୱରେ ନିଜକୁ ପ୍ରମୁଖ ଶକ୍ତି ଭାବେ ପ୍ରତିଷ୍ଠା କରିପାରିଛି । ବିଭିନ୍ନ କ୍ଷେତ୍ରରେ ଆମର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି । ଚନ୍ଦ୍ରଯାନ-୩ ମହାକାଶ ବିଜ୍ଞାନ କ୍ଷେତ୍ରରେ ଗୌରବ ବଢାଇଛି । ଶିକ୍ଷା, ସ୍ୱାସ୍ଥ୍ୟ, ପର୍ୟ୍ୟଟନ, ଭିତ୍ତିଭୂମିର ବିକାଶ ହୋଇଛି । ଅର୍ଥନୀତି ସମୃଦ୍ଧ ହେଉଛି, ଗରିବୀ କମିଛି, ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା