Masthead

ଅର୍ଥନୀତିରେ ସମୃଦ୍ଧ ରାଜ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ପଦର୍ଶନୀ ପଡିଆରେ ୭୭ତମ ସ୍ୱାଧୀନତା ଦିବସ ସମାରୋହ । ପତାକା ଉତ୍ତୋଳନ କରିବା ସହ ପରେଡର ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି ।

ଅର୍ଥନୀତିରେ ସମୃଦ୍ଧ ହୋଇଛି ରାଜ୍ୟ । ଲକ୍ଷ ଲକ୍ଷ କୋଟି ପୁଞ୍ଜି ନିବେଶ ହୋଇଛି । ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଆରମ୍ଭ ହୋଇଛି । ଅନ୍ୟପଟେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଲାଗି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ଦିଗରେ ୧୫ ପ୍ଲାଟୁନ ଫୋର୍ସ ଓ ୧୦୦ ଜଣ ପୋଲିସ ଅଫିସର ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼