Masthead

ଏହା ବିରୋଧୀ ଦଳର ‘ଅହଂକାର’: ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ହରିୟାଣାର କୈଥଲ ଠାରେ କଂଗ୍ରେସର ଜନ ବିରୋଧ ପ୍ରଦର୍ଶନରେ ଯୋଗ ଦେଇ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ବିଜେପି ଏବଂ ଜେଜେପିଙ୍କୁ କଡ଼ା ଟାର୍ଗେଟ କରିଥିଲେ। ସୁରଜେୱାଲା କହିଥିଲେ, ଯେଉଁମାନେ ବିଜେପି ଏବଂ ଜେଜେପିକୁ ଭୋଟ ଦିଅନ୍ତି ଏବଂ ସେମାନେ ରାକ୍ଷସ ଅଟନ୍ତି। ମୁଁ ଆଜି ମହାଭାରତର ଏହି ଭୂମିରୁ ସେମାନଙ୍କୁ ଅଭିଶାପ ଦେଉଛି । ଏହାକୁ ନେଇ କଂଗ୍ରେସ ଉପରେ ବର୍ଷିଛି ବିଜେପି ।

କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏଭଳି ମନ୍ତବ୍ୟ ପାଇଁ କଂଗ୍ରେସକୁ କ୍ଷମା ମାଗିବାକୁ କହିଛନ୍ତି। ଠାକୁର କହିଛନ୍ତି ଯେ, ମୁଁ ଦାବି କରୁଛି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଏହି ପ୍ରସଙ୍ଗରେ ଦେଶକୁ କ୍ଷମା ମାଗନ୍ତୁ । ନଚେତ୍‌ ଲୋକମାନେ କଂଗ୍ରେସକୁ ଉପଯୁକ୍ତ ଜବାବ ଦେବେ। ଏହା ବିରୋଧୀ ଦଳର ‘ଅହଂକାର’କୁ ଦର୍ଶାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼