Masthead

ବାଲୁକା କଳା ମାଧ୍ୟମରେ ୭୭ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ(ବଡ଼ ଖବର ବ୍ୟୁରୋ): ବାଲୁକା କଳା ମାଧ୍ୟମରେ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୭୭ତମ ସ୍ୱାଧୀନତା ଦିବସ ଅବସରରେ ସୁନ୍ଦର ବାଲୁକାକଳା ମାଧ୍ୟମରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।

ଏହି ବାଲୁକା କଳା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ ଜମିଛି । ବାଲୁକା କଳାରେ ଭାରତ ଜାତୀୟ ପତାକା ସହ ଐତିହ୍ୟ କୀତ୍ତିରାଜି ଓ କଳା ସଂସ୍କୃତିକୁ ସ୍ଥାନିତ କରିଥିବାବେଳେ ଚନ୍ଦ୍ରଯାନ-୩ର ସଫଳ ଯାତ୍ରାକୁ ସ୍ଥାନ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ