Masthead

ଆସନ୍ତାବର୍ଷ ଲାଲକିଲାରୁ ନୁହେଁ ନିଜ ଘରୁ ପତାକା ଉତ୍ତୋଳନ କରିବେ ମୋଦି: ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ବର୍ଷ ଲାଲକିଲାରୁ ନୁହେଁ ତାଙ୍କ ଘରେ ପତାକା ଉତ୍ତୋଳନ କରିବେ। ଆଜି ଅର୍ଥାତ୍ ୭୭ ତମ ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ୨୦୨୪ ଲୋକସଭା ନିର୍ବାଚନରେ ବିଜୟର ପୂର୍ବାନୁମାନ କରିଥିଲେ । ଏବଂ କହିଥିଲେ ଯେ ସେ ଆସନ୍ତା ବର୍ଷ ଏହି ଲାଲକିଲାରୁ ତ୍ରିରଙ୍ଗା ଉଡ଼ାଇବେ ।

ଏହାକୁ ନେଇ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୯୦ ମିନିଟର ଅଭିଭାଷଣରେ କହିଛନ୍ତି ସେ ଆସନ୍ତା ବର୍ଷ ପତାକା ଉତ୍ତୋଳନ କରିବେ । ପତାକା ଉତ୍ତୋଳନ ତ କରିବେ କିନ୍ତୁ ତାଙ୍କ ଘରେ କରିବେ । ଲାଲକିଲା ଆୟୋଜିତ କାର୍ଯ୍ୟକ୍ରମରେ କଂଗ୍ରେସ ସଭାପତି ମଲ୍ଲିକାଜ୍ଜୁର୍ନ ଖଡଗେ ଯୋଗ ଦେଇନଥିଲେ । ଏହି କାର୍ଯ୍ୟକ୍ରମରେ ତାଙ୍କର ଅନୁପସ୍ଥିତିକୁ ନେଇ ପ୍ରଶ୍ନ ଉଠିଥିବା ବେଳେ ମଲ୍ଲିକାର୍ଜୁନ ଖାଡଗେ କହିଥିଲେ ଯେ ତାଙ୍କୁ ତାଙ୍କ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରିବାକୁ ପଡିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ