Masthead

ଆସନ୍ତାବର୍ଷ ପତାକା ଉଡ଼ାଇ ପାରିବେନି ମୋଦି: ଲାଲୁ ପ୍ରସାଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲାଲକିଲାରୁ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦଶମ ଥର ଦେଶକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ମୁଁ ଆସନ୍ତାବର୍ଷ ଲାଲକିଲାରୁ ପୁଣି ପତାକା ଉତ୍ତୋଳନ କରିବି । ଯାହୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆରଜେଡି ସୁପ୍ରିମୋ ଲାଲୁ ଯାଦବ । ସେ କହିଛନ୍ତି ଆସନ୍ତା ବର୍ଷ ମୋଦି ପତାକା ଉଡାଇ ପାରିବେ ନାହିଁ। ଏହି ବର୍ଷ ସେ ଶେଷ ଥର ପାଇଁ ରେଡ ଫୋର୍ଟରୁ ତ୍ରରଙ୍ଗା ଉଡାଇଛନ୍ତି। ଏହା ସହିତ ଲାଲୁ ଯାଦବ ରାଜ୍ୟ ତଥା ଦେଶବାସୀଙ୍କୁ ସ୍ୱାଧୀନତା ଦିବସରେ ଅଭିନନ୍ଦନ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର