Masthead

ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲିବ ଅମୃତ ଉଦ୍ୟାନ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଆଜିଠୁ ଖୋଲିବ ଅମୃତ ଉଦ୍ୟାନ । ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ସୋମବାର ବ୍ୟତୀତ ସେପ୍ଟେମ୍ବର ୧୭ ତାରିଖ ଯାଏଁ ଉଦ୍ୟାନ ଲୋକଙ୍କ ପାଇଁ ଖୋଲାରହିବ । ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ଏହାକୁ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି। ଏଥିପାଇଁ ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି ।

ପର୍ଯ୍ୟଟକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ । ମୋଗଲ ଗାର୍ଡେନରୁ ଅମୃତ ଉଦ୍ୟାନକୁ ପରିବର୍ତ୍ତିତ ହୋଇଥିବା ଏହି ଉଦ୍ୟାନରେ ୧୨ ପ୍ରକାରର ୧୦ ହଜାରୁ ଅଧିକ ଟ୍ୟୁଲିପ ଫୁଲ ରହିଛି । ୧୩୮ରୁ ଅଧିକ ପ୍ରକାରର ଗୋଲାପ, ୭୦ରୁ ଅଧିକ ଅଲଗା ଅଲଗା ପ୍ରଜାତିର ବିଭିନ୍ନ ଫୁଲ ରହିଛି । ଉଦ୍ୟାନକୁ ଦେଶର ପ୍ରଥମ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦ ସାଧାରଣ ଲୋକଙ୍କ ପାଇଁ ଖୋଲିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ