‘ସିଏମ ସେତେବେଳେ ହେବ, ଯେବେ ଶରଦଙ୍କୁ ସାଙ୍ଗରେ ଆଣିବ’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ର ବିଧାନସଭାରେ ବିରୋଧୀ ଦଳର ନେତା ବିଜୟ ୱଡେଟିୱାର ଏକ ବଡ଼ ବୟାନ । କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଜିତ ପାୱାରଙ୍କୁ ଗୋଟିଏ ସର୍ତ୍ତରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ତାଙ୍କ କହିବାନୁସାରେ, ପ୍ରଧାନମନ୍ତ୍ରୀ ମୋଦି ଅଜିତ ପାୱାରଙ୍କୁ କହିଛନ୍ତି ଯେ, ସେତେବେଳେ ଆପଣ ମୁଖ୍ୟମନ୍ତ୍ରୀ ହେବେ, ଯେତେବେଳେ ଆପଣ ଶରଦ ପାୱାରଙ୍କୁ ସାଙ୍ଗରେ ଆଣିବେ। କିଛି ଦିନ ପୂର୍ବରୁ ଶରଦ ପାୱାରଙ୍କୁ ଭେଟିଥିଲେ ଅଜିତ । ଏହା ଉପରେ ପ୍ରଶ୍ନ ପଚରା ଯିବାରୁ ସେ କହିଥିଲେ ଏ ବିଷୟରେ ଆଲୋଚନା  କରାଯିବାର କିଛି ଆବଶ୍ୟକତା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ