Masthead

ପିଏମ୍ ଇ-ବସ୍ ସେବାକୁ ମଞ୍ଜୁରି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପିଏମ୍ ଇ-ବସ୍ ସେବା ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର । ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ କେନ୍ଦ୍ର ସରକାର ।

୫୭ହଜାର ୬୧୩ କୋଟି ବ୍ୟୟରେ ଚାଲିବ ୧୦,୦୦୦ ଇ-ବସ୍ । ୩ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ସହରରେ ଚାଲିବ ଇ-ବସ୍ । ପିପିପି ମୋଡରେ ଚାଲିବ ଇ-ବସ୍ ସେବା । ଦେଶର ଶହେଟି ଚାଲିବ ଇ-ବସ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି