Masthead

୧୮ରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ ବେଳକୁ ଆସୁଛି ପୁଣି ଏକ ଲଘୁଚାପ । ଉତ୍ତରପୂର୍ବ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣିର୍ବଳୟ ସ୍ରକିୟ ରହିଛି । ବାୟୁମଣ୍ଡଳରେ ୪.୫ କିଲୋମିଟରରୁ ୭.୬ କିଲୋମିଟର ଉଚ୍ଚତାର ଘୂର୍ରିର୍ବଳୟ ରହିଛି ।

ଏହା ପ୍ରଭାବରେ ଆସନ୍ତା ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ଆସନ୍ତା ୧୭,୧୮ ତାରିଖ ବେଳକୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର୍ ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଓଡିଶାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ