Masthead

ରିଲିଜ ହେଲା ଫିଲ୍ମ ‘ଦେବରା’ର ପ୍ରଥମ ଲୁକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୈଫ ଅଲି ଖାନଙ୍କ ଜନ୍ମ ଦିନ ଅବସରରେ ଜୁନିୟର ଏନଟିଆର ଫିଲ୍ମ ‘ଦେବରା’ରୁ ସୈଫଙ୍କ ପ୍ରଥମ ଲୁକ ରିଲିଜ କରିଛନ୍ତି । ଏହା ଏକ ସାଉଥ ଫିଲ୍ମ ଯେଉଁଥିରେ ଜୁନିଅର ଏନଟିଆର ଏବଂ ଜାହ୍ନବି କପୁର ମୁଖ୍ୟ ଭୂମିକାରେ ନଜର ଆସିବେ । ଏହି ଲୁକରେ ସୈଫଙ୍କ ଦମଦାର ଅନ୍ଦାଜ ଦେଖିବାକୁ ମିଳିଛି । ସୈଫ ବର୍ତ୍ତମାନ ଟ୍ୱିଟରରେ ଟ୍ରେଣ୍ଡରେ ଅଛନ୍ତି । ଫ୍ୟାନ୍ସମାନେ ସୈଫଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ଫିଲ୍ମ ‘ଦେବରା’ର ପ୍ରଥମ ଲୁକକୁ ମଧ୍ୟ ଖୁବ ପ୍ରଶଂସା କରିଛନ୍ତି । ଲଗାତାର ଭାବେ ପୂର୍ବ ଫିଲ୍ମ ଗୁଡିକରେ ସୈଫଙ୍କ ଭିନ୍ନ ଭିନ୍ନ ଲୁକ ଦେଖିବାକୁ ମିଳିଥିଲା । ସାଉଥର ବଡ ବଡ ପ୍ରୋଜେକ୍ଟରେ ମଧ୍ୟ ସୈଫଙ୍କୁ ଦେଖିବାକୁ ମିଳୁଛି । ପ୍ରଥମଥର ପାଇଁ ଜୁନିୟର ଏନଟିଆର ଓ ସୈଫ ଏକାଠି ନଜର ଆସିବେ । କୁହାଯାଉଛି ଫିଲ୍ମଟି ଖୁବ ଲୋକପ୍ରୟତା ହାସଲ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ