ବାଇକ ଯୋଗେ ଘରକୁ ନେଲେ ଶବ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡିରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ବାଇକ ଯୋଗେ ଗାଁକୁ ଫେରୁଛି ଦାଦନ ଶ୍ରମିକଙ୍କ ମୃତଦେହ। ଜୟପାଟଣା ଥାନା ବାନେର ପଂଚାୟତ କାଦୋପଦର୍ ଗ୍ରାମର ଯୁବକ ଗିରିଧାରୀ ବାଗ ହାଇଦ୍ରାବାଦର ଏକ ଘୋରୋଇ କମ୍ପାନୀରେ ଡ୍ରାଇଭର ଭାବରେ କାମ କରୁଥିଲେ । ହେଲେ ହଠାତ୍ ଶରୀର ଅସୁସ୍ଥ ହେବାରୁ ଘରକୁ ଫେରିବା ସମୟରେ ବସରେ ତାଙ୍କର ମୃତ୍ୟୁ ଘଟିଛି। ଆମପାଣି ଘାଟି ନିକଟରେ ବସ୍ ରୁ ମୃତଦେହକୁ ଓହ୍ଲାଇ ଦେବା ପରେ ବାଇକରେ ମୃତ ଦେହନେଉଥିବା ଚିତ୍ର ସାମ୍ନକୁ ଆସୁଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ