Masthead

ବିଜେପି ଲୋକମାନଙ୍କ ମଧ୍ୟରେ ମତଭେଦ ସୃଷ୍ଟି କରିବାକୁ ଚାହୁଁଛି: ଶରଦ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ର ରାଜନୀତିରେ ଲାଗି ରହିଛି ଅସ୍ଥିରତା । କିଛି ଦିନ ତଳେ ଚାଚା ଓ ଭତିଜାଙ୍କ ମଧ୍ୟରେ ହୋଇଥିବା ହୋଇଥିବା ଗୁପ୍ତ ବୈଠକକୁ ନେଇ ଚର୍ଚ୍ଚା ଜୋର ଧରିଛି । ଆଉ ଏପଟେ ଏନସିପି ସୁପ୍ରିମୋ ଶରଦ ପାୱାର ବୁଧବାର ବିଜେପିରୁ କୌଣସି ଅଫର୍‌ ମିଳି ନ ଥିବା ସ୍ପଷ୍ଟ କରିଛନ୍ତି। ଶରଦ ପାୱାର କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ପୃଥ୍ବୀରାଜ ଚହ୍ୱାନଙ୍କ ଦାବିକୁ ଖଣ୍ଡନ କରି କହିଛନ୍ତି ଯେ, ମୋତେ ବିଜେପି ପକ୍ଷରୁ କୌଣସି ଅଫର୍‌ ଦିଆଯାଇନାହିଁ। ଅଜିତ ପାୱାରଙ୍କ ସହ ହୋଇଥିବା ବୈଠକରେ କୌଣସି ରାଜନୈତିକ ଆଲୋଚନା ହୋଇନାହିଁ।

ବିଜେପିର ଅଫର ପାଇଁ ଅଜିତ ଏବଂ ଶରଦଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକ ହୋଇଥିବା ଚହ୍ୱାନ ଦାବି କରିଥିଲେ।ଛତ୍ରପତି ସମ୍ଭାଜୀ ନଗରରେ ଏନସିପି ମୁଖ୍ୟ ଶରଦ ପାୱାର କହିଛନ୍ତି, ବିଜେପି ଲୋକମାନଙ୍କ ମଧ୍ୟରେ ମତଭେଦ ସୃଷ୍ଟି କରିବାକୁ ଚାହୁଁଛି ଏବଂ ଧର୍ମ, ସମ୍ପ୍ରଦାୟ ଆଧାରରେ ଲୋକଙ୍କୁ ବିଭକ୍ତ କରୁଛି। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ସରକାରକୁ ବିଜେପି ଅସ୍ଥିର କରିଥିଲ। ‘ଇଣ୍ଡିଆ’ର ପରବର୍ତ୍ତୀ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା