Masthead

କାଳ ସାଜିଲା ବଜ୍ରାଘାତ, ଚାଲିଗଲା ୪ ଜୀବନ

ବସ୍ତା (ବଡ଼ ଖବର ବ୍ୟୁରୋ):  ବିଲରେ କାମ କରୁଥିବା ବେଳେ ବଜ୍ରାଘାତ । ଧାନ ରୋଉଥିବା ବେଳେ ଚାଲିଗଲା ୪ ଜୀବନ, ୬ ଗୁରୁତର । ଗୁରୁତରଙ୍କୁ ବାଲେଶ୍ୱର ମେଡିକାଲକୁ ସ୍ଥôାନାନ୍ତର । ସୂଚନା ଅନୁସାରେ ଗତକାଲି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରାଘତ ହୋଇଥିଲା । ବସ୍ତା ବ୍ଲକ ବେଲ ଗାଁ, ପଣସାପଡା ଏବଂ ପତ୍ରଝଡା ଗାଁର କିଛି ଲୋକ ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା । ଘଟଣାସ୍ଥଳରେ ୪ ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ