Masthead

ଫେବୃଆରୀ ୧୪ରୁ +୨ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତାବର୍ଷ ଫେବୃଆରୀ ୧୪ରେ ଯୁକ୍ତ ଦୁଇ ପରୀକ୍ଷା। ମାଟ୍ରିକ ଭଳି ୬ ମାସ ଆଗରୁ ତାରିଖ ଘୋଷଣା କଲା ସିଏଚଏସଇ । ସୂଚନା ଅନୁଯାୟୀ ମାର୍ଚ୍ଚ ୧୩ ଯାଏଁ ଚାଲିବ ଯୁକ୍ତ ୨ ପରୀକ୍ଷା । ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ରେଜଲ୍ଟ । ୨୦୨୩-୨୪ ଶିକ୍ଷାବର୍ଷ ଲାଗି ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଯେଉଁଥିରେ ଯୁକ୍ତ ଦୁଇ ଲାଗି ଦୁଇ ବର୍ଷର ପାଠ୍ୟକ୍ରମ ସହ ପରୀକ୍ଷା ତାରିଖ ଏବଂ ଫଳାଫଳ ତାରିଖ ମଧ୍ୟ ସୂଚୀରେ ଉଲ୍ଲେଖ ରହିଛି ।

ଆସନ୍ତା ନଭେମ୍ବର ୧୦ରୁ ୨୫ ମଧ୍ୟରେ ଫର୍ମ ଫିଲଅପ୍ ପ୍ରକ୍ରିୟା ଶେଷ ହେବ । ଜାନୁଆରୀ ପ୍ରଥମ ସପ୍ତାହରେ ହେବ ପ୍ରାକ୍ଟିକାଲ ପରୀକ୍ଷା । ସିଏଚଏସଇ ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଏନେଇ ଉଲ୍ଲେଖ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର