Masthead

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଟିଟିଲାଗଡ ବନ୍ଦ

ଟିଟିଲାଗଡ(ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ ଟିଟିଲାଗଡ ବନ୍ଦ । ଟିଟିଲାଗଡକୁ ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂନ୍ଧ୍ୟା ୬ଟା ଯାଏଁ ବନ୍ଦ ଡାକରା ଦିଆଯାଇଛି ।

କେବଳ ଜରୁରୀ ସେବାକୁ ଛାଡି ସମସ୍ତ ସରକାରୀ, ବେସରକାରୀ ଅଫିସ, ସ୍କୁଲ,ବ୍ୟାଙ୍କ, ପେଟ୍ରୋଲପମ୍ପ, ଦୋକାନବଜା ଜିଲ୍ଲାର ବସ୍ ଆଦି ଯାନବାହାନ ବନ୍ଦ ରହିବ ବୋଲି କ୍ରିୟାନୁଷ୍ଠାନ କମିଟି ସଭାପତି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ