Masthead

ସତ୍ୟସାଇ ସ୍କୁଲରେ ତାଲା, ଦ୍ୱିତୀୟ ଦିନରେ ଆନ୍ଦୋଳନ

କଟକ(ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ ଦିନରେ ପହଞ୍ଚିଛି ସତ୍ୟସାଇ ସ୍କୁଲ ଆନ୍ଦୋଳନ । କଟକ କେବିକେ ରୋଡରେ ଥିବା ସତ୍ୟସାଇ ସ୍କୁଲ ପ୍ରଧାନଶିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବିଦ୍ୟାଳୟରେ ତାଲା ପହିବା ପରେ ହଟାହଟା ହୋଇଛନ୍ତି ଛାତ୍ରଛାତ୍ରୀ ଓ ଶିକ୍ଷକ ।

ତେବେ ଶ୍ରୀ ସତ୍ୟସାଇ ସ୍କୁଲରେ ୬୦୦ ରୁ ୭୦୦ ଛାତ୍ରଛାତ୍ରୀ ମାନେ ପାଠ ପଢୁଥିବା ବେଳେ ତାଙ୍କ ଭବିଷ୍ୟତ ସହ ଖେଳା ଯାଉଛି ବୋଲି ଅସନ୍ତୋଷ ପ୍ରକାଶ କରିଛନ୍ତି ଅଭିଭାବକ । ଏ ନେଇ ଦୀର୍ଘଦିନ ହେବ ଶିକ୍ଷକ ମାନେ ତାଙ୍କ ଦରମା ବୃଦ୍ଧି ଦାବି କରି ଆସୁଥିଲେ ସୁଦ୍ଧା ସ୍କୁଲ ମ୍ୟାନେମେଣ୍ଟ ଏ ଦିଗରେ କୌଣସି କର୍ଣ୍ଣପାତ କରୁ ନାହାଁନ୍ତି । ଅନ୍ୟପଟେ ଏହି ଘଟଣା ଉପରେ ପ୍ରଧାନ ଶିକ୍ଷକଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ