Masthead

‘ନେହେରୁଙ୍କ ପରିଚୟ ତାଙ୍କ ନାମ ନୁହେଁ, ତାଙ୍କ କାମ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନେହେରୁ ମେମୋରିଆଲ ସଂଗ୍ରହାଳୟର ନାମ ପରିବର୍ତ୍ତନକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ପ୍ରତିକ୍ରିୟା । କହିଛନ୍ତି ନେହେରୁଙ୍କ ପରିଚୟ ହେଉଛି ତାଙ୍କ କାମ , ତାଙ୍କ ନାମ ନୁହେଁ। ୨ ଦିନିକିଆ ଲଦାଖ ଗସ୍ତ ପୂର୍ବରୁ ରାହୁଲ ଏହି ମନ୍ତବ୍ୟ ଦେଇଛନ୍ତି। ସୂଚନା ଅନୁସାରେ ସ୍ୱାଧୀନତା ଦିବସ ଅବସରରେ ନୂଆଦିଲ୍ଲୀର କିଶୋର ମୁର୍ତ୍ତୀ କମ୍ପ୍ଲେକ୍ସରେ ଥିବା ନେହେରୁ ମେମୋରିଆଲ ସଂଗ୍ରହାଳୟକୁ ପିଏମ୍‌ ସଂଗ୍ରହାଳୟ ଏବଂ ଲାଇବ୍ରେରୀ (ପିଏମ୍‌ଏମ୍‌ଏଲ୍‌) ଭାବରେ ନାମିତ କରାଯାଇଥିଲା।

ଯାହାକୁ ନେଇ ବିରୋଧୀମାନେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି । କଂଗ୍ରେସ ସହମହା ସଚିବ ତଥା ଦଳର ଯୋଗାଯୋଗ ମୁଖ୍ୟ ଜୟରାମ ରମେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନେହେରୁଙ୍କ ଉତ୍ତରାଧିକାରୀତ୍ୱ ନଷ୍ଟ କରିଥିବା ଅଭିଯୋଗ ଆଣିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ