Masthead

୯ ଦଫା ଦାବି ନେଇ ରାଜ୍ୟର ୩୧୪ ବ୍ଳକ ଘେରାଉ କଲା କଂଗ୍ରେସ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ୯ ଦଫା ଦାବି ନେଇ ରାଜ୍ୟର ୩୧୪ ବ୍ଳକ ଘେରାଉ କଲା କଂଗ୍ରେସ । । ଦଳ ଅଭିଯୋଗ କରିଛି ଯେ, ୨୪ ବର୍ଷ ହେଲା ବିଜେଡି ସରକାର ଓଡ଼ିଶାବାସୀଙ୍କ ପାଇଁ କିଛି ଆଖି ଦୃଶିଆ କାମ କରି ନାହିଁ। ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧି, ବେକାରୀ ସମସ୍ୟାକୁ ନେଇ ୩୧୪ ବ୍ଲକ ଆଗରେ ପ୍ରତିବାଦ କରିଛି କଂଗ୍ରେସ । ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରୀ,ଧାନ କିଣାରେ କଟନି ଛଟନି ବନ୍ଦ, ଚାଷୀଙ୍କୁ ଉପଯୁକ୍ତ ଦର, ପ୍ରଧାନମନ୍ତ୍ରୀ ଆବାସରେ ଯୋଗ୍ୟହିତାଧିକାରୀଙ୍କୁ ଘର ଏବଂ ଦର ଦାମ ବୃଦ୍ଧି ନିୟନ୍ତ୍ରଣ କରିବାକୁ ଦଳ ଦାବି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା