Masthead

କେରଳର ଥ୍ରୀସୁର ରେ ସଡକ ଦୁର୍ଘଟଣା

ବସ୍ ଓଲଟି ୩୦ ରୁ ଅଧିକ ଯାତ୍ରୀ ଆହତ

କେରଳ(ବଡଖବର ବ୍ୟୁରୋ):କେରଳ ର ଥ୍ରୀସୁର ଜିଲ୍ଲାର କାନିମଙ୍ଗଲମ୍ ନିକଟରେ ଏକ ଘରୋଇ ବସ୍ ଓଲଟି ପଡିବାରୁ ୩୦ରୁ ଅଧିକ ଲୋକ ଆହତ ହୋଇଥିଲେ । ଆହତ ଲୋକଙ୍କୁ ଡାକ୍ତରଖାନା ରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ସେମାନଙ୍କର ଚିକିତ୍ସା ଚାଲିଛି । କେରଳ ରାଜସ୍ୱ ମନ୍ତ୍ରୀ କେ ରାଜନ କହିଛନ୍ତି ଯେ ଆହତମାନଙ୍କୁ ଘରୋଇ ଡାକ୍ତରଖାନା ଏବଂ ଥ୍ରୀସୁର ତାଲୁକ ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା