Masthead

ଫାଇଲେରିଆ ଔଷଧ ଖାଇ ରୋଗୀ ମୃତ୍ୟୁ

ସୋନପୁର(ବଡ଼ ଖବର ବ୍ୟୁରୋ): ଫାଇଲେରିଆ ଔଷଧ ଖାଇ ମୃତ୍ୟୁ ଅଭିଯୋଗ l ମୃତକ ହେଲେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଦୁବୁଲା ଗ୍ରାମର ଜଗବନ୍ଧୁ ନାଗ l ପରିବାର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ ୧୬ ତାରିଖ ଦିନ ଏଏନଏମ ଶାନ୍ତିଲତା ମହାନନ୍ଦ ଯାଇ ଜଗବନ୍ଧୁଙ୍କୁ ଫାଇଲେରିଆ ଔଷଧ ଖାଇବାକୁ ଦେଇଥିଲେ l ଔଷଧ ଖାଇବାର କିଛି ସମୟପରେ ଜଗବନ୍ଧୁଙ୍କ ମୁଣ୍ଡ ବୁଲେଇଥିଲା l

ତାଙ୍କ ପୁଅ ଖବରପାଇବା ପରେ ମେଡିକାଲକୁ ନେବାକୁ କହିବାରୁ ଏଏନଏମଙ୍କୁ ଫୋନ କରିବାପାଇଁ କହିଥିଲେ ଜଗବନ୍ଧୁ l ଔଷଧ ଖାଇବା ପରେ କିଛିଲୋକଙ୍କ ଏମିତି ହେଉଛି ବୋଲି କହିବାରୁ ସେମାନେ ଆଶ୍ୱସ୍ତ ହୋଇ ଘରେ ରହିଥିଲେ l କିନ୍ତୁ କିଛି ସମୟପାରେ ଜଗବନ୍ଧୁ ଅଚେତ ହୋଇପଡ଼ିଥିଲେ l ତାଙ୍କୁ ତରଭା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିବାପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ଘଟଣାସ୍ଥଳରେ ପୋଲିସ ପହଂଚି ଶବ ଜବତ କରି ଅଧିକ ତଦନ୍ତ ଜାରିରଖିଛି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍