Masthead

ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣାରେ ନିଲମ୍ବିତ ହେଲେ ଶରତ ନାୟକ

କଟକ(ବଡ଼ ଖବର ବ୍ୟୁରୋ):  ମାହାଙ୍ଗା ନାବାଳିକା ଘଟଣା ନେଇଛି ଏକ ଭିନ୍ନ ମୋଡ । ଅଡିଓ ଭାଇରାଲ ପରେ ବିଜେଡିର ପୂର୍ବତନ ଅଧ୍ୟକ୍ଷ ଶରତ ନାୟକଙ୍କୁ ଦଳରୁ ନିଲମ୍ବିତ କରିଦିଆଯାଇଛି । ଶରତ ନାୟକଙ୍କୁ ସସପେଣ୍ଡ କଲେ କଟକ ଜିଲ୍ଲା ବିଜେଡି ସଭାପତି । ମହିଳା ଆୟୋଗ ତରଫରୁ ଏସପିଙ୍କୁ ତଦନ୍ତ ପାଇଁ କହିଥିଲେ ସୁଦ୍ଧା ଘଟଣା ର ମୁଖ୍ୟ ଅଭିଯୁକ୍ତକୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ । ଗ୍ରାମବାସୀ ମାନେ ସିବିଆଇ ତଦନ୍ତ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ