Masthead

ଦୁର୍ନୀତି ବିରୋଧରେ ବାଲେଶ୍ୱର ବ୍ଲକ ସାମ୍ନାରେ କଂଗ୍ରେସର ଆନ୍ଦୋଳନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପାରିବା ପଣିଆ ଓ ବିଭିନ୍ନ ଦୁର୍ନୀତି ବିରୋଧରେ ରାଜ୍ୟ ପ୍ରଦେଶ କଂଗ୍ରେସ ସାରା ରାଜ୍ୟ ବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇଛି । ବାଲେଶ୍ୱରରେ ବର୍ଷା ସତ୍ତ୍ୱେ ବି ବିଭିନ୍ନ ବ୍ଲକ ସାମ୍ନାରେ ଆନ୍ଦୋଳନ କରୁଛି କଂଗ୍ରେସ ।

ଆବାସ ଯୋଜନା ଚୟନରେ ହୋଇଥିବା ଦୁର୍ନୀତି , ମିଶନ ଶକ୍ତି ନାରେ ଋଣ ଦୁର୍ନୀତି , ଭର୍ତ୍ତା ବଣ୍ଟନ ଭଳି ପ୍ରମୁଖ ୯ ଦଫା ଦାବି ନେଇ ବିଡ଼ିଓଙ୍କ ମାଧ୍ୟମରେ ମାନନୀୟ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରୁଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ