କୂଳ ଲଘୁଂଛି ବୈତରଣୀ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ବୈତରଣୀ ନଦୀରେ ବୃଦ୍ଧି ପାଉଛି ଜଳସ୍ତର । ଫଳରେ ଯାଜପୁର ସହ ଭଦ୍ରକ ଜିଳ୍ଲା ପାଇଁ ବିପଦ ବଢିବାରେ ଲାଗିଛି । ଉଭୟ ଜିଲ୍ଲ୍ଲାରେ ବନ୍ୟା ଆଶଙ୍କା ବୃଦ୍ଧି ପାଇଛି ।

ବିଶେଷତଃ ଆଖୁଆପଦା ନିକଟରେ ବିପଦ ସଙ୍କେତ ଉପରେ ବହୁଛି ବୈତରଣୀ ନଦୀ । ବୈତରଣୀ ନଦୀର ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବର୍ତ୍ତମାନ ନଦୀରେ ପ୍ରବାହିତ ହେଉଥିବା ଜଳସ୍ତର ରହିଛି ୧୭.୮୮ ମିଟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ