Masthead

୯ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ବ୍ଲକ ଘେରାଉ

ବଙ୍ଗୋମୁଣ୍ଡା(ବଡ଼ ଖବର ବ୍ୟୁରୋ): ୯ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ କର୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡା, ମୁରିବାହାଲ, ତୁରେକେଲା ବ୍ଳକ ଘେରାଉ କରିଛି କଂଗ୍ରେସ । ଘେରାଉ କରାଯାଇ ରାଜ୍ରପାଳଙ୍କ ଉଦ୍ଦେଶ୍ୟୋ ଦାବିପତ୍ର ପ୍ରଦାନ କରାଯାଇଛି ।

ବଙ୍ଗୋମୁଣ୍ଡା ସାପ୍ତାହିକ ବଜାରରୁ ଏକ ରାଲିରେ ଶତାଧିକ କଂଗ୍ରେସ କର୍ମୀ ବ୍ଲକ କାର‌୍ୟ୍ୟାଳୟକୁ ପହଂଚିଥିଲେ।ରାଜ୍ୟ ସରକାରଙ୍କ ବିଫଳତା ନେଇ ଜୋର ବର୍ଷିଥିଲେ ।ଏହି ଘେରାଉରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ