Masthead

ଫିଲ୍ମ ଷ୍ଟାଇଲରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

କେସିଙ୍ଗା(ବଡ଼ ଖବର ବ୍ୟୁରୋ): ଅଭିଯୁକ୍ତଙ୍କୁ ଫିଲ୍ମ ଷ୍ଟାଇଲରେ ଧରିଲା କେସିଙ୍ଗା ପୋଲିସ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଂଚଳରେ ଟ୍ରେନରେ ଯାଉଥିବା ଜଣେ ଯୁବକକୁ ଲୁଟ ତରାଜ ଘଟଣାରେ କେସିଙ୍ଗା ପୋଲିସ ଫିଲ୍ମ ଷ୍ଟାଇଲରେ ଗିରଫ କରିଛି ।

ଜଣକୁ କେସିଙ୍ଗା ବିଦ୍ୟାପୀଠ ପଡ଼ିଆ ନିକଟରୁ ଜଣକୁ ଓ ବସ ଭିତରୁ ଆଉଜଣକୁ ଚଢ଼ାଉ କରି ଅଟକ ରଖିଛନ୍ତି। ୧୧୨ ସୂତ୍ରରୁ ପୋଲିସ ଖବର ପାଇ ସଙ୍ଗେ ସଙ୍ଗେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ