Masthead

ବିସ୍ଥାପିତ ହେବା ପାଇଁ ଡିଏଫଓଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲାର ସାତକୋଶିଆ ଅଭୟାରଣ୍ୟ ଅଞ୍ଚଳରେ ଥିବା ଗୋପାଳପୁର ଗ୍ରାମବାସୀ ଆଜି ଡିଏଫଓଙ୍କ କାର୍ୟ୍ୟାଳୟ ଦ୍ୱାରସ୍ଥ ହୋଇଥିଲେ । ସୂଚନା ଯୋଗ୍ୟ ଯେ, ସାତକୋଶିଆ ଅଭୟାରଣ୍ୟ ଅଞ୍ଚଳରେ ଥିବା କିଛି ଗ୍ରାମକୁ ବିସ୍ଥାପିତ କରାଯାଉଛି ।

ସେଥି ମଧ୍ୟରୁ ଗୋପାଳପୁର ଗ୍ରାମକୁ ବିସ୍ଥାପିତ ପାଇଁ ସମସ୍ତ କାଗଜପତ୍ର ହୋଇଥିଲେ ମଧ୍ୟ ଏ ପର୍ୟ୍ୟନ୍ତ କିଛି ଅଂଶକୁ କୌଣସି ପଦକ୍ଷେପ ନିଆଯାଇନାହିଁ । ଯାହାକୁ ନେଇ ନିଜ ଗ୍ରାମକୁ ଯଥା ଶୀଘ୍ର ବିସ୍ଥାପିତ କରାଯାଉ ବୋଲି ଗୋପାଳପୁର ଗ୍ରାମବାସୀ ଆଜି ଡିଏଫଓଙ୍କ କାର୍ୟ୍ୟାଳୟରେ ଦ୍ୱାରସ୍ଥ ହୋଇ ଦାବି ଜଣାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା