Masthead

ଅଭୟକାନ୍ତ ପାଠକଙ୍କ ନାଁରେ ଚାର୍ଜସିଟ ଦାଖଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଭୟକାନ୍ତ ପାଠକଙ୍କ ନାଁରେ ଚାର୍ଜସିଟ ଦାଖଲ । ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ନାଁରେ ଚାର୍ଜସିଟ ଦାଖଲ ହୋଇଛି । ଅଭୟକାନ୍ତଙ୍କ ପୁଅ ଆକାଶଙ୍କ ନାଁରେ ମଧ୍ୟ ଚାର୍ଜସିଟ ଦାଖଲ ହୋଇଛି । ସମୁଦାୟ ୩୦୦ ପୃଷ୍ଠାର ଚାର୍ଜସିଟ ଦାଖଲ ହୋଇଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଚାର୍ଜସିଟ ଦାଖଲ ହୋଇଛି । ୯ କୋଟିରୁ ଉଦ୍ଧ୍ୱର୍ ଆୟବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିଲେ ଆଇ ଏଫ ଓ ଏସ ଅଭୟପାଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼