Masthead

ଭାଙ୍ଗିଲା ପୋଖରୀ ହୁଡ଼ା, ଚାଷ ଜମିରେ ପସିଲା ପାଣି

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଭାଙ୍ଗିଲା ପୋଖରୀ ହୁଡ଼ା, ଚାଷ ଜମିରେ ପସିଲା ପାଣି । କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତ ଶ୍ରୀମୁଳା ଗାଁର ଅରଖବାହାଳରେ ପୋଖରୀ ହୁଡ଼ା ଭାଙ୍ଗି ଯିବାରୁ ଚାଷ ଜମିରେ ମାଟି ଓ ପାଣି ପଶିଗଲା । ଫଳରେ ଶହ ଶହ ଏକର ଚାଷ ଜମି ନଷ୍ଟ ହୋଇଯାଇଛି ଜ୍ଝ ସବୁ ବର୍ଷ ଏହି ପୋଖରିର ଉନ୍ନତିକରଣ ପାଇଁ ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା କାମ ଆସେ । ଚଳିତ ବର୍ଷ କାମ ହୋଇନଥିବାରୁ ପୋଖରୀରେ ଅତ୍ୟଧିକ ପାଣି ହେଇଯିବାରୁ ପୋଖରୀ ହୁଡା ଭାଙ୍ଗି ଯାଇଥିବା ସ୍ଥାନୀୟ ବାସିନ୍ଦା ଅନୁମାନ କରିଛନ୍ତି ଜ୍ଝ ଏ ବିଷୟରେ ସ୍ଥାନୀୟ ଯନ୍ତ୍ରୀଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଯୋଗାଯୋଗ ହୋଇପାରିନଥିବା କହିଛନ୍ତି ସ୍ଥାନୀୟ ବାସିନ୍ଦା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା