Masthead

ସତ୍ତାରୂଢ ବିଜେପିର ବୈଚାରିକ ଅଭିଭାବକ ଆରଏସଏସ: ରାହୁଲ ଗାନ୍ଧି

ଲଦାଖ (ବଡ଼ ଖବର ବ୍ୟୁରୋ): ପୁଣି ରାହୁଲଙ୍କ ଟାର୍ଗେଟରେ ଆରଏସଏସ । ସତ୍ତାରୂଢ ବିଜେପିର ବୈଚାରିକ ଅଭିଭାବକ ବୋଲି କହି ଉଭୟ ଆରଏସଏସ ଓ ବିଜେପିକୁ ନିଶାଣା ସାଧିଛନ୍ତି ରାହୁଲ ଗାନ୍ଧି । ଲଦାଖରେ ରାହୁଲ ଗାନ୍ଧି ଏପରି ମନ୍ତବ୍ୟ ଦେଇଛନ୍ତି । ସେ ଅଭିଯୋଗ ଆଣିଛନ୍ତି ଯେ, ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ ବା ଆରଏସଏସ ଦେଶର ପ୍ରତ୍ୟେକ ଅନୁଷ୍ଠାନରେ ନିଜ ଲୋକଙ୍କୁ ସ୍ଥାନ ଦେଉଛି, ସବୁ କିଛି ଚଳାଉଛି । ଏମିତିକି କେନ୍ଦ୍ର ସରକାରଙ୍କ କୌଣସି ମନ୍ତ୍ରୀଙ୍କୁ ଯଦି ପଚରାଯାଏ ତେବେ ସେମାନେ କହିବେ, ସେମାନେ ବାସ୍ତବରେ ମନ୍ତ୍ରାଳୟକୁ ଚଲାଉନାହାନ୍ତି । ଆରଏସଏସ ଦ୍ୱାରା ନିଯୁକ୍ତ ଲୋକମାନେ ମନ୍ତ୍ରାଳୟକୁ ପରିଚାଳନା କରୁଛନ୍ତି । ଏହି ପରି ଭାବେ ଭାଜପା ତଥା ଆରଏସଏସକୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା