Masthead

ଆଜି ଭାରତ-ଆୟରଲାଣ୍ଡ ଦ୍ୱିତୀୟ ଟି-୨୦ ମ୍ୟାଚ୍‌

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଆୟରଲାଣ୍ଡ ଦ୍ୱିତୀୟ ଟି-୨୦ ମ୍ୟାଚ । ଆୟରଲାଣ୍ଡ ବିପକ୍ଷ ଦ୍ବିତୀୟ ଟ୍ବେଣ୍ଟି-୨୦ ସହିତ ଭାରତ ଶୃଙ୍ଖଳା ବିଜୟ ଉପରେ ନଜର ପକାଇଛି। ପ୍ରଥମ ଟି-୨୦ମ୍ୟାଚରେ ବର୍ଷାବାଧାପ୍ରାପ୍ତ ହେବାରୁ ପ୍ରଥମ ମ୍ୟାଚ୍‌କୁ ମାତ୍ର ୨ ରନ୍‌ରେ ଜିତି ଯଶପ୍ରୀତ ବୁମରାଙ୍କ ଦଳ ୧-୦ରେ ଆଗୁଆ ରହିଛି। ରବିବାର ମ୍ୟାଚ୍‌ ଜିତିଗଲେ ଭାରତ ଏହି ୩ ମ୍ୟାଚ୍‌ ଶୃଙ୍ଖଳାକୁ ଯିତିଯିବ। ୧୧ ମାସ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଆସିଥିବା ବୁମରା ପ୍ରଥମ ଓଭରରେ ୨ ୱିକେଟ୍‌ ନେଇ ଚମତ୍କାର ଢଙ୍ଗରେ ପ୍ରତ୍ୟାବର୍ତନ କରିଥିବାରୁ ଦଳର ମନୋବଳ ମଧ୍ୟ ଉଚ୍ଚରେ ରହିଛି। ଅନ୍ୟପକ୍ଷେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ଜିତିବା ପାଇଁ ଆୟରଲାଣ୍ଡ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରୟାସ କରିବ। ପ୍ରଥମ ମ୍ୟାଚରେ ଆୟରଲାଣ୍ଡ ଟପ୍‌ ଅର୍ଡର ବିଫଳ ହୋଇଥିବା ବେଳେ ବରିଷ୍ଠ ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବାକୁ ପଡିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ