Masthead

ଚଳନ୍ତା ବସରେ ଲାଗିଲା ନିଆଁ, ୩୦ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ଭୟଙ୍କର ବସ ଦୁର୍ଘଟଣା । ଚଳନ୍ତା ବସ ଲାଗିଲା ନିଆଁ । ଦୁର୍ଘଟଣାରେ ୩୦ ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡ଼ିଛି । ୭ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପଞ୍ଜାବର ପିଣ୍ଡି ଭଟିୟା ସହରରେ ଏହି ଦୁର୍ଘଟଣା ଘଟିଛି । ବସରେ ପାଖାପାଖି ୪୦ରୁ ଅଧିକ ଯାତ୍ରୀ ଥିଲେ । ଯାତ୍ରୀବାହୀ ବସଟି କରାଚିରୁ ଇସଲାମାବାଦ ଯାଉଥିଲା ।ପଞ୍ଜାବର ପିଣ୍ଡି ଭଟିୟାଠାରେ ଏକ ଭୟଙ୍କା ସଡ଼କ ଦୁର୍ଘଟଣା ଘଟିଛି ।

କରାଚୀରୁ ଇସଲାମାବାଦ ଯିବା ବାଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇ ବସରେ ଗାଡ଼ିରେ ନିଆଁ ଲାଗିଯାଇଥିଲା । ଫଳରେ ଥିବା ଘଟଣାସ୍ଥଳରେ ନିଆଁରେ ପୋଡ଼ି ହୋଇ ଯାତ୍ରୀବାହୀ ବସରେ ୩୦ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି । ଏହାବ୍ୟତୀତ ୭ ଜଣଙ୍କ ଅବସ୍ଥା ଖୁବ ଗୁରୁତର ଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ କୌଣସି ବିଶେଷ ସୂଚନା ମିଳିପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ