Masthead

ବସ୍ତା ବେଲୋରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୦ ଆହତ

ବସ୍ତା (ବଡ଼ ଖବର ବ୍ୟୁରୋ): ବସକୁ ପିଟିଲା ବସ୍, ୧୦ ଆହତ । ବସ୍ତା ବେଲୋରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ତୀର୍ଥଯାତ୍ରୀ ବସକୁ ଧକ୍କା ଦେଲା ଆଉ ଏକ ତୀର୍ଥଯାତ୍ରୀ ବସ୍ । ଆହତଙ୍କୁ ବସ୍ତା ମେଡିକାଲରେ ଭର୍ତ୍ତି । ପୁରୀ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ବସ୍ । ଘଟଣାସ୍ଥଳରେ ବସ୍ତା ପୋଲିସର ତଦନ୍ତ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼