Masthead

ବଙ୍ଗୋମୁଣ୍ଡା-ଖଡ଼ିଆଳ ରାସ୍ତାରେ ବସ୍ ଦୁର୍ଘଟଣା, ୭ ଆହତ

ବଙ୍ଗୋମୁଣ୍ଡା (ବଡ଼ ଖବର ବ୍ୟୁରୋ): ବଙ୍ଗୋମୁଣ୍ଡା-ଖଡ଼ିଆଳ ରାସ୍ତାର ଜଏରପଡ଼ା ଛକରେ ଦୁର୍ଘଟଣା । ଚକ ଫାଟିବାରୁ ଓଲଟିଲା ବସ୍ । ୭ ଆହତ ହୋଇଥିବା ସୂଚନା । ଖଡିଆଳରୁ କଣ୍ଟାବାଞ୍ଝି ଅଭିମୁଖେ ଯାଉଥିଲା ବସ୍ । ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇ ଚାଲିଛି ଚିକିତ୍ସା । ଘଟଣାସ୍ଥଳରେ ବଙ୍ଗୋମୁଣ୍ଡା ଓ ଖଡିଆଳ ପୋଲିସ ପହଂଚି ତଦନ୍ତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା