Masthead

ଜଙ୍ଗଲରୁ ଯୁବତୀଙ୍କ ଅଧାପୋଡ଼ା ମୃତ ଶରୀର ଉଦ୍ଧାର କଲା ପୋଲିସ, ହତ୍ୟା ସନ୍ଦେହ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଲଖନପୁର ଥାନା ଜୟବୁଡ଼ିଆ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ଯୁବତୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ହତ୍ୟା ପରେ ପୋଡ଼ିଦେଇଥିବା ସନ୍ଦେହ । ସାଇଣ୍ଟିଫିକ ଟିମ୍ ସହାୟତାରେ ଲଖନପୁର ପୋଲିସର ତଦନ୍ତ । ଯୁବତୀଙ୍କୁ କେହି ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ଅଭିଯୋଗ । ପ୍ରମାଣ ନଷ୍ଟ ପାଇଁ ନିଆଁ ଲଗାଇ ଦୁର୍ବୃତ୍ତ ଫେରାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ