ଉତ୍ତର ପୂର୍ବ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବେ ସଞ୍ଜୟ!

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଉତ୍ତର ପୂର୍ବ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବେ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ସଞ୍ଜୟ ରାଉତ । ଲୋକସଭା ର୍ନିବାଚନରେ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ସଞ୍ଜୟ ରାଉତଙ୍କୁ ଲୋକସଭା ନିର୍ବାଚନୟରେ ପ୍ରାର୍ଥୀ କରିବାକୁ ପ୍ରସ୍ତୁତି ଚାଲିଛି। ଦଳ ଚାହୁଁଛି ସଞ୍ଜୟ ରାଉତ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ। ସଞ୍ଜୟ ରାଉତଙ୍କୁ ଉଦ୍ଧବ ଠାକରେଙ୍କ ଅତି ଘନିଷ୍ଠ ଲୋକ ।ସଙ୍କଟଜନକ ସମୟରେ ସେ ଉଦ୍ଧବଙ୍କ ସହିତ ରହିଛନ୍ତି ସଞ୍ଜୟ ।

ଜୁନ ୨୦୨୨ରେ, ଯେତେବେଳେ ଶିବସେନାରେ ଏକ ବଡ ବିଦ୍ରୋହ ହୋଇଥିଲା ଏବଂ ବହୁ ସଂଖ୍ୟକ ଦଳର ବିଧାୟକ ଏବଂ ଏମପିମାନେ ଉଦ୍ଧବଙ୍କୁ ଛାଡି ଏକନାଥ ଶିନ୍ଦେଙ୍କ ଦଳରେ ଯୋଗ ଦେଇଥିଲେ, ସେତେବେଳେ ମଧ୍ୟ ସଞ୍ଜୟ ରାଉତ ଉଦ୍ଧବ ଠାକରେଙ୍କ ସହ ଠିଆ ହୋଇଥିଲେ। ସେ ଏକନାଥ ଶିନ୍ଦେ ଏବଂ ତାଙ୍କ ସହ ଥିବା ଲୋକଙ୍କୁ ଦେଶଦ୍ରୋହୀ ଏବଂ ବିଶ୍ୱାସଘାତକ ବୋଲି କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ