Masthead

ଅଭିଯୋଗ ନେଇଯାଇଥିଲେ, ବିଜେପି ଛାଡ଼ି ବିଜେଡିରେ ଯୋଗଦେଲେ କହିଲେ ବିଧାୟକ

ସତ୍ୟବାଦୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ଆସିଲେ ଦେଖିବାକୁ ମିଳେ ଦଳ ଡିଆଁ ରାଜନୀତି । କିନ୍ତୁ ସତ୍ୟବାଦୀରେ ଦେଖିବାକୁ ମିଳିଛି ଏହାର ଏକ ଭିନ୍ନ ଚିତ୍ର । ଯେଉଁଠି ବିଧାୟକ ସରପଞ୍ଚ ଏବଂ ସମସ୍ତ ୱାର୍ଡ ସଭ୍ୟଙ୍କ ସହିତ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ର ପୁର ପଂଚୟତର ସରପଂଚ ଓ ସମସ୍ତ ୱାର୍ଡ ମେମ୍ବର ପଂଚୟତର ବିଭିନ୍ନ ସମସ୍ୟା ନେଇ ବିଧାୟକଙ୍କୁ ଭେଟିବାକୁ ଯାଇଥିଲେ।

କିନ୍ତୁ ବିଧାୟକ ଉମାକାନ୍ତ ସାମନ୍ତରାୟ ସେମାନଙ୍କ ସରଳତାର ସୁଯୋଗ ନେଇ ଏକ ଖେଳ ଖେଳିଛନ୍ତି । ସରପଂଚ ଏବଂ ସମସ୍ତ ୱାର୍ଡ ସଭ୍ୟ ବିଜେପି ଛାଡି ବିଜେଡିରେ ଯୋଗ ଦେଇଥିବା ବିଧାୟକ ତାଙ୍କ ସୋସିଆଲ ମିଡିଆ ପେଜରେ ଲେଖିଛନ୍ତି । ତେବେ ବିଧାୟକଙ୍କ ଏଭଳି କାମକୁ ନେଇ ତୀବ୍ର ପ୍ରତିକ୍ରିୟା ସାମ୍ନାକୁ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ