Masthead

ଏମ୍‌ସିଡିର ସବୁ କର୍ମଚାରୀ ହେବେ ନିୟମିତ: କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବଡ଼ ଘୋଷଣା । ମ୍ୟୁନିସିପାଲିଟି କର୍ପୋରେସନର ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସମସ୍ତ କର୍ମଚାରୀ ନିୟମିତ ହେବେ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ ପୂର୍ବରୁ ମୁଁ ସମସ୍ତଙ୍କୁ ଏହି ଗ୍ୟାରେଣ୍ଟି ଦେଇଥିଲି ଯେ ମୁଁ କର୍ମଚାରୀମାନଙ୍କୁ ନିୟମିତ କରିବି, ଯାହା ମୁଁ ଆଜି କରୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି,ମୁଁ ଯାହା କହେ ତାହା କରେ। ନିୟମିତ କରିବା ଏକ ବହୁତ ବଡ କାର୍ଯ୍ୟ। ଅବଶିଷ୍ଟ ଲୋକଙ୍କୁ ମଧ୍ୟ ନିୟମିତ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି