Masthead

୧୨ ଘଣ୍ଟା କଣ୍ଟାବାଞ୍ଜି ବନ୍ଦ, ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ଡାକରା

କଣ୍ଟାବାଞ୍ଜି(ବଡ଼ ଖବର ବ୍ୟୁରୋ): କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ସକାଳ ୬ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ।

ବିଭିନ୍ନ ସଂଗଠନ ସମର୍ଥନ ଜଣାଇ ବନ୍ଦରେ ସାମିଲ ହୋଇଛନ୍ତି । ବନ୍ଦ ଯୋଗୁଁ ସହରର ସ୍କୁଲ,କଲେଜ ବନ୍ଦ ହେବା ସହ ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ, ଦୋକାନ ବଜାର ଓ ଯାନବାହାନ ଚଳାଚଳ ମଧ୍ୟ ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା