Masthead

ବିନା ଭକ୍ତରେ ତରାତାରିଣୀ ପୀଠରେ ନବରାତ୍ର ପୂଜା

ବ୍ରହ୍ମପୁର, (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତରାତାରିଣୀଙ୍କ ପୀଠ ଏବେ ଖାଁ ଖାଁ । ନବରାତ୍ର ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠୁଥିବା ଏହି ପୀଠ ଏବେ ଭକ୍ତ ଶୂନ୍ୟ । କରୋନା କଟକଣା ମାନି ବିନା ଭକ୍ତରେ ମା’ଙ୍କ ନବରାତ୍ର ପୂଜା ଚାଲିଛି । ସବୁ ରୀତିନୀତି ଅନୁଯାୟୀ ମା’ଙ୍କ ଷୋଡ଼ଶ ଉପଚାର, ଚଣ୍ଡିପାଠ ସହ ଶାରାଦୀୟ ପୂଜା ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା