Masthead

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲେ ସରପଞ୍ଚ ସଂଘ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଏଗାର ଦଫା ଦାବି ନେଇ କଳାହାଣ୍ଡି ଜିଲ୍ଲା ସରପଞ୍ଚ ସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର ଦେବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣାଦିଆଯାଇଛି । କଳାହାଣ୍ଡି ଜିଲ୍ଲା ସରପଞ୍ଚ ସଂଘ ଏଗାର ଦଫା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଛନ୍ତି ।

ରାଜ୍ୟ ସରକାରୀ ସରପଞ୍ଚ ମାନଙ୍କୁ ପ୍ରତି କ୍ଷେତ୍ରରେ ଅବହେଳା କରୁଥିବା ଅଭିଯୋଗ କରିଛନ୍ତି ସରପଞ୍ଚ ସଂଘ । ଯଦି ଆଗକୁ ଦାବି ପୂରଣ ନହୁଏ ତାହେଲେ ପଂଚାୟତ ଅଫିସରେ ତାଲା ଦେବେ ବୋଲି ପଂଚାୟତ ସଙ୍ଘ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ