Masthead

କଂଗ୍ରେସ କ୍ଷମତାକୁ ଆସିଲେ କୃଷକଙ୍କ ପାଇଁ ଋଣ ଛାଡ କରାଯିବ: ମଲ୍ଲିକାର୍ଜ୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ନିର୍ବାଚନକୁ ନେଇ କଂଗ୍ରେସର ନୂଆ ରଣନୀତି । ମଧ୍ୟପ୍ରଦେଶରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନକୁ ନେଇ କଂଗ୍ରେସର ନଜର ରହିଛି। ଏହି ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେ ମଙ୍ଗଳବାର ସତନାରେ ପହଞ୍ଚିଛନ୍ତି। ସତନାରେ ଏକ ରାଲିରେ ସମ୍ବୋଧିତ କରିବାବେଳେ ଖଡଗେ ଅନେକ ଘୋଷଣା କରିଛନ୍ତି।

ସେ କହିଛନ୍ତି କଂଗ୍ରେସ କ୍ଷମତାକୁ ଆସିଲେ କୃଷକଙ୍କ ପାଇଁ ଋଣ ଛାଡ କରାଯିବ। ଏଲପିଜି ସିଲିଣ୍ଡର କେବଳ ୫୦୦ ଟଙ୍କାରେ ମିଳିବ ଏବଂ ମହିଳାଙ୍କୁ ପ୍ରତି ମାସରେ ୧୫୦୦ ଟଙ୍କା ଦିଆଯିବ। ରାଜ୍ୟରେ ବିଧାନସଭା ନିର୍ବାଚନ ଜିତିବା ପରେ କଂଗ୍ରେସ ଜାତିଗତ ଜନଗଣନା କରାଇବ ବୋଲି ଖଡଗେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ