Masthead

ମାହାଙ୍ଗା ମର୍ଡର ମିଷ୍ଟ୍ରି: ଶରତ ଓ ଅନୁପମ ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାହାଙ୍ଗା ନାବାଳିକା ମର୍ଡର ମିଷ୍ଟ୍ରି । ଗିରଫ ହେଲେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଓ ପିଇଟି ଶିକ୍ଷକ ଅନୁପମ ରାୟ । ଉଭୟଙ୍କୁ ଗିରଫ କରିଛି ମାହାଙ୍ଗା ପୋଲିସ । ଗିରଫ ନେଇ ସୂଚନା ଦେଇଛନ୍ତି କଟକ ଗ୍ରାମାଞ୍ଚଳ ଏସପି ମିହିର ପଣ୍ଡା । ଅତ୍ମହତ୍ୟା ପାଇଁ ପରିସ୍ଥିତି ଶୃଷ୍ଟି କରିବା ନେଇ ଅନୁପମ ଓ ଆତ୍ମହତ୍ୟା ପରେ ପ୍ରମାଣ ନଷ୍ଟ କରିବା ନେଇ ଶରତ ନାୟକଙ୍କୁ ଗିରଫ କରିଛି ପୋଲିସ ।

ଶରତଙ୍କ ସହ ପିଇଟି ଶିକ୍ଷକଙ୍କ ମାଆଙ୍କ କଥାବାର୍ତ୍ତାର ହେବାର ଅଡିଓ ଭାଇରାଲ ହେବା ପରେ ହଇଚଇ ଶୃଷ୍ଟି ହୋଇଥିଲା । ଭାଇରାଲ ଫୋନ କଲରେ ଅନୁପମଙ୍କ ମାଆକୁ ୭୦ ହଜାର ଦେବାକୁ କହିଥିଲେ ଶରତ । ମାମଲାର ରଫାଦଫା କରିବା ପଇଁ ପୋଲିସକୁ ଟଙ୍କା ଦେବାକୁ କହିଥିଲେ ଶରତ । ତେବେ ଅଡିଓ ଭାଇରାଲ ହେବାପରେ ଶରତଙ୍କୁ ଦଳରୁ ବାହାର କରିଥିଲା ବିଜେଡି । ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଥିବା ପ୍ରେସମିଟ କରି ସୂଚନା ଦେଇଛନ୍ତି କଟକ ଗ୍ରାମାଞ୍ଚଳ ଏସପି ମିହିର ପଣ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ