Masthead

ଅକ୍ଟୋବରରେ ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ଅକ୍ଟୋବର ମାସରେ ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ୭୫ମିଟର ପରିଧି ଭିତରେ ଦୁଇଟି ସ୍ଥାନରେ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ । ପ୍ରାୟ ୩ହଜାର ଭକ୍ତଙ୍କ ପାଇଁ ଏହି ବ୍ୟବସ୍ଥା କରାଯବି ।

ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ପରିକ୍ରମା ପ୍ରକଳ୍ପ ଏବଂ ଅବଢା ଯୋଜନାରେ ଓବିସିସି ନିର୍ମାଣ ଚାଲଥିବା ନେଇ ବିଭିନ୍ନ ପ୍ରକଳ୍ପର ସମୀକ୍ଷା ନେଇ ବସିଥିବା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ।

ବୈଠକରେ ମନ୍ଦିର କର୍ମଚାରୀଙ୍କ କ୍ୱାଟର୍ସ, ସେବକ ଆବାସ ନିର୍ମାଣର ଅଗ୍ରଗତି, ମନ୍ଦିରର ଉନ୍ନୟନ କାର୍ଯ୍ୟ, ପୁଷ୍କରଣୀ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଥିଲା । ସେହିପରି ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ଥିବା ୧୮ଟି ମଠ ଓ ୨ଟି ମନ୍ଦିରର ପୁନାୁଦ୍ଧାର କାର୍ଯ୍ୟ ମଧ୍ୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’