Masthead

ଭାରତ ଗସ୍ତରେ ଆସିବେ ଜୋ ବାଇଡେନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ଦିଲ୍ଲୀରେ ହେବାକୁଥିବା ଜି-୨୦ ସମ୍ମିଳନୀରେ ଯୋଗ ଦେବେ । ଏନେଇ ହ୍ୱାଇଟହାଉସ ପକ୍ଷରୁ ସୂଚନା ଦିଆଯାଇଛି ।

ଜଳବାୟୁ ପରିବର୍ତ୍ତନ, ଜି-୨୦ ଦେଶ ସହ ସ୍ୱଚ୍ଛଶକ୍ତି ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ବାଇଡେନ । ଏହାଛଡା ବିଶ୍ୱ ଆହ୍ୱାନର ମୁକାବିଲା ଓ ଦାରିଦ୍ର‌୍ୟର ମୁକାବିଲା ପାଇଁ ବିକାଶ ବ୍ୟାଙ୍କର ଦକ୍ଷତା ବୃଦ୍ଧି ଉପରେ ମଧ୍ୟ ଆଲୋଚନା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ